ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ

ସରକାରୀ ମହାବିଦ୍ୟାଳୟରେ ଆଜି ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ ପାଳିତ ହୋଇଯାଇଛି।